Online Bible

- Reklamy -




ଗଣନା ପୁସ୍ତକ 31:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର ଓ ଇଲୀୟାସର ଯାଜକର ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟକୁ ସେହି ବନ୍ଦୀମାନଙ୍କୁ ଓ ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

12 ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନତୀରସ୍ଥ ମୋୟାବ ପଦାରେ ସ୍ଥାପିତ ଛାଉଣିକୁ ଆଣିଲେ। ସେମାନେ ସେମାନଙ୍କୁ ମୋଶାଙ୍କ ନିକଟକୁ, ଯାଜକ ଇଲିୟାସର ନିକଟକୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।

Viz kapitola kopírovat




ଗଣନା ପୁସ୍ତକ 31:12

Následuj nás:

Reklamy


Reklamy