ଗଣନା ପୁସ୍ତକ 31:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Viz kapitolaଓଡିଆ ବାଇବେଲ23 ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ। Viz kapitolaପବିତ୍ର ବାଇବଲ23 ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ। Viz kapitola |