ଗଣନା ପୁସ୍ତକ 32:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଯେବେ ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ। Viz kapitolaଓଡିଆ ବାଇବେଲ15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।” Viz kapitolaପବିତ୍ର ବାଇବଲ15 ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଅନୁସରଣ ନ କର, ସେ ଇସ୍ରାଏଲକୁ ମରୁଭୂମିରେ ଛାଡ଼ି ଦେବେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।” Viz kapitola |