Online Bible

- Reklamy -




ଗଣନା ପୁସ୍ତକ 32:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ।

Viz kapitola kopírovat

ଓଡିଆ ବାଇବେଲ

22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।

Viz kapitola kopírovat

ପବିତ୍ର ବାଇବଲ

22 ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ।

Viz kapitola kopírovat




ଗଣନା ପୁସ୍ତକ 32:22

Následuj nás:

Reklamy


Reklamy