ଗଣନା ପୁସ୍ତକ 32:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)41 ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର (ଯାୟୀରର ଗ୍ରାମ) ରଖିଲା। Viz kapitolaଓଡିଆ ବାଇବେଲ41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା। Viz kapitolaପବିତ୍ର ବାଇବଲ41 ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କର ଗ୍ରାମ ସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍ ଯାୟୀର ରଖିଲା। Viz kapitola |