ଗଣନା ପୁସ୍ତକ 33:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ। Viz kapitolaଓଡିଆ ବାଇବେଲ40 ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ। Viz kapitolaପବିତ୍ର ବାଇବଲ40 କିଣାନୀୟ ରାଜା ଆରାଦର ନେଗେଭରେ ଶୁଣିଲେ ଯେ, ଇସ୍ରାଏଲର ଲୋକମାନେ ଆସୁଥିଲେ। Viz kapitola |