Online Bible

- Reklamy -




ଗଣନା ପୁସ୍ତକ 35:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ।

Viz kapitola kopírovat

ଓଡିଆ ବାଇବେଲ

16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Viz kapitola kopírovat

ପବିତ୍ର ବାଇବଲ

16 “ଯଦି କେହି ଲୌହ ନିର୍ମିତ ଅସ୍ତ୍ରଦ୍ୱାରା କାହାରିକୁ ବଧ କରେ, ତେବେ ସେ ନରହତ୍ୟାକାରୀ ଓ ସେ ପ୍ରାଣଦଣ୍ତ ପାଇବ।

Viz kapitola kopírovat




ଗଣନା ପୁସ୍ତକ 35:16

Následuj nás:

Reklamy


Reklamy