ଗଣନା ପୁସ୍ତକ 35:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaଓଡିଆ ବାଇବେଲ25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaପବିତ୍ର ବାଇବଲ25 ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହଞ୍ଚାଇ ଦେବେ; ଆଉ ଯେଉଁ ପର୍ଯ୍ୟନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitola |