Online Bible

- Reklamy -




ଗଣନା ପୁସ୍ତକ 35:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।

Viz kapitola kopírovat

ଓଡିଆ ବାଇବେଲ

5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।

Viz kapitola kopírovat

ପବିତ୍ର ବାଇବଲ

5 ଚତୁର୍ପାର୍ଶ୍ୱର ଖୋଲା ମାପ 3,000 ଫୁଟ ହେବ। ନଗରଟି ସେହି ଭୂମିର ମଝିରେ ରହିବ। ତାହା ନଗର ପାଇଁ ଗ୍ଭରଣଭୂମି ହେବ।

Viz kapitola kopírovat




ଗଣନା ପୁସ୍ତକ 35:5

Následuj nás:

Reklamy


Reklamy