Online Bible

- Reklamy -




ଗଣନା ପୁସ୍ତକ 36:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।

Viz kapitola kopírovat

ଓଡିଆ ବାଇବେଲ

4 ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍‍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”

Viz kapitola kopírovat

ପବିତ୍ର ବାଇବଲ

4 ଯେତେବେଳେ ମହୋଲ୍ଲାସ-ଉତ୍ସବ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ପାଳନ କରାଯିବ, ସେମାନଙ୍କର ସମ୍ପତ୍ତି ଅଧିକାର ସେମାନେ ବିବାହ କରିଥିବା ପରିବାରକୁ ଗ୍ଭଲିଯିବ। ଏହି ପ୍ରକାରେ ସେମାନଙ୍କର ସମ୍ପତ୍ତିର ଅଧିକାର ଆମ୍ଭମାନଙ୍କ ପରିବାରରୁ ନିଆଯିବ।”

Viz kapitola kopírovat




ଗଣନା ପୁସ୍ତକ 36:4

Následuj nás:

Reklamy


Reklamy