ଗଣନା ପୁସ୍ତକ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ ଓ ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Viz kapitolaଓଡିଆ ବାଇବେଲ19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Viz kapitolaପବିତ୍ର ବାଇବଲ19 “ନାସରୀୟ ବ୍ରତରେ ଥିବା ବ୍ୟକ୍ତି ନିଜର ମସ୍ତକ ଲଣ୍ତା କଲାପରେ, ଯାଜକ ସେହି ମେଷର ରନ୍ଧା ହୋଇଥିବା ସ୍କନ୍ଧ, ଗୋଟିଏ ତାଡ଼ିଶୂନ୍ୟ ପିଠା ସେହି ଡାଲାରୁ ଏବଂ ଗୋଟିଏ ସରୁ ପିଠା ଦେବ। Viz kapitola |