ଗଣନା ପୁସ୍ତକ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Viz kapitolaଓଡିଆ ବାଇବେଲ11 ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Viz kapitolaପବିତ୍ର ବାଇବଲ11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ। Viz kapitola |