Online Bible

- Reklamy -




ଫିଲୀମନ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ମୁଁ ପାଉଲ ସ୍ଵହସ୍ତରେ ଏହା ଲେଖିଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଚିରଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

19 ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି । ତୁମ୍ଭେ ନିଜେ ଯେ ମୋ' ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଏହି ଦେଖ, ମୁଁ ସ୍ୱହସ୍ତରେ ଲେଖି ଦେଉଛି: “ମୁଁ, ପାଉଲ, ନିଶ୍ଚୟ ତାହା ପରିଶୋଧ କରିବି।” (ଅବଶ୍ୟ ତୁମକୁ ମୁଁ ସ୍ମରଣ କରାଇ ଦେବା ଅନାବଶ୍ୟକ ଯେ, ତୁମର ଅନ୍ତରାତ୍ମା ପାଇଁ ମଧ୍ୟ ତୁମେ ମୋ’ଠାରେ ଋଣୀ।)

Viz kapitola kopírovat

ପବିତ୍ର ବାଇବଲ

19 ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ'ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ।

Viz kapitola kopírovat




ଫିଲୀମନ 1:19

Následuj nás:

Reklamy


Reklamy