ଫିଲିପୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ। Viz kapitolaଓଡିଆ ବାଇବେଲ8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ । Viz kapitolaପବିତ୍ର ବାଇବଲ (CL) NT (BSI)8 ତୁମ ସମସ୍ତଙ୍କ ପ୍ରତି ମୋର ଗଭୀର ସେନ୍ନହ ସ୍ୱୟଂ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମୁଁ ପାଇଛି ବୋଲି ଯେତେବେଳେ ମୁଁ କହେ, ଏହା ନିରାଟ ସତ୍ୟ। ଈଶ୍ୱର ଏହାର ସାକ୍ଷୀ ଅଟନ୍ତି। Viz kapitolaପବିତ୍ର ବାଇବଲ8 ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ। Viz kapitola |