ଫିଲିପୀୟ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ; Viz kapitolaଓଡିଆ ବାଇବେଲ26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; Viz kapitolaପବିତ୍ର ବାଇବଲ (CL) NT (BSI)26 ସେ ତୁମ ସମସ୍ତଙ୍କୁ ଦେଖିବା ନିମନ୍ତେ ଉତ୍ସୁକ ଓ ତୁମ୍ଭେମାନେ ତାଙ୍କର ଅସୁସ୍ଥତା ସମ୍ବାଦ ଶୁଣିଥିବାରୁ ସେ ଦୁଃଖିତ। Viz kapitolaପବିତ୍ର ବାଇବଲ26 ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହେତୁ ସେ ଚିନ୍ତିତ ଥିଲେ। Viz kapitola |