ଫିଲିପୀୟ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Viz kapitolaଓଡିଆ ବାଇବେଲ19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)19 ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ। Viz kapitolaପବିତ୍ର ବାଇବଲ19 ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ। Viz kapitola |