ହିତୋପଦେଶ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। Viz kapitolaଓଡିଆ ବାଇବେଲ5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। Viz kapitolaପବିତ୍ର ବାଇବଲ5 ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ୟ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ୟକ୍ତି ଏହି ସମୟରେ ଶୋଇପଡ଼େ, ତାହା ଲଜ୍ଜାଜନକ। Viz kapitola |