ହିତୋପଦେଶ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। Viz kapitolaଓଡିଆ ବାଇବେଲ29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। Viz kapitolaପବିତ୍ର ବାଇବଲ29 ଜଣେ ଯିଏ ଆପଣା ପରିବାରକୁ ସମସ୍ୟାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ୟକ୍ତିର ଦାସ ହେବ। Viz kapitola |