ହିତୋପଦେଶ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ। Viz kapitolaଓଡିଆ ବାଇବେଲ17 ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ। Viz kapitolaପବିତ୍ର ବାଇବଲ17 ସତ୍ୟବାଦୀମାନେ ନ୍ୟାୟପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ୟାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି। Viz kapitola |