Online Bible

- Reklamy -




ହିତୋପଦେଶ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।

Viz kapitola kopírovat

ଓଡିଆ ବାଇବେଲ

22 ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।

Viz kapitola kopírovat

ପବିତ୍ର ବାଇବଲ

22 ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସେମାନେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସେଠାରେ ସତ୍ୟ ଓ ଦୟା ଥାଏ।

Viz kapitola kopírovat




ହିତୋପଦେଶ 14:22

Následuj nás:

Reklamy


Reklamy