Online Bible

- Reklamy -




ହିତୋପଦେଶ 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ।

Viz kapitola kopírovat

ଓଡିଆ ବାଇବେଲ

29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।

Viz kapitola kopírovat

ପବିତ୍ର ବାଇବଲ

29 ଯେ କ୍ରୋଧରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ଯିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

Viz kapitola kopírovat




ହିତୋପଦେଶ 14:29

Následuj nás:

Reklamy


Reklamy