ହିତୋପଦେଶ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି ଯଥାର୍ଥବାଦୀକି ସେମାନେ ପ୍ରେମ କରନ୍ତି। Viz kapitolaଓଡିଆ ବାଇବେଲ13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି। Viz kapitolaପବିତ୍ର ବାଇବଲ13 ଧର୍ମଯୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସେମାନେ ଯଥାର୍ଥ କରନ୍ତି ଯେଉଁମାନେ ପ୍ରେମ କରନ୍ତି। Viz kapitola |