ହିତୋପଦେଶ 16:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ତମ୍ଵି କରେ। Viz kapitolaଓଡିଆ ବାଇବେଲ26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ। Viz kapitolaପବିତ୍ର ବାଇବଲ26 ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ୟ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିଯାନ କରନ୍ତି। Viz kapitola |