ହିତୋପଦେଶ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ତିତ ନୋହିବ। Viz kapitolaଓଡିଆ ବାଇବେଲ5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ସେହିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦେହରେ ଦଣ୍ଡିତ କରିବେ। Viz kapitola |