ହିତୋପଦେଶ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେନ୍ତ ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି। Viz kapitolaଓଡିଆ ବାଇବେଲ16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି। Viz kapitolaପବିତ୍ର ବାଇବଲ16 ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦରେ ପରାସ୍ତ ହୁଅନ୍ତି। Viz kapitola |