ହିତୋପଦେଶ 25:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଷକୀୟର ଲୋକମାନେ ତାହା ଉତ୍ତାରିଥିଲେ। Viz kapitolaଓଡିଆ ବାଇବେଲ1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ। Viz kapitolaପବିତ୍ର ବାଇବଲ1 ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହିଷ୍କୀୟର ଲୋକମାନେ ଲେଖି ଥିଲେ। Viz kapitola |