ହିତୋପଦେଶ 3:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଅଜ୍ଞାନମାନଙ୍କ ନିମନ୍ତେ ଲଜ୍ଜା। Viz kapitolaଓଡିଆ ବାଇବେଲ35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ। Viz kapitolaପବିତ୍ର ବାଇବଲ35 ଜ୍ଞାନବାନଙ୍କର ଜୀବନ ସେମାନଙ୍କୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସେମାନଙ୍କୁ ଲଜ୍ଜା ଦିଏ। Viz kapitola |