ହିତୋପଦେଶ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଦାସର ପ୍ରଭୁ କତିରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitolaଓଡିଆ ବାଇବେଲ10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ। Viz kapitolaପବିତ୍ର ବାଇବଲ10 ଦାସର ପ୍ରଭୁ ସମ୍ମୁଖରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ। Viz kapitola |