ଗୀତସଂହିତା 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ। Viz kapitolaଓଡିଆ ବାଇବେଲ11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।” Viz kapitolaପବିତ୍ର ବାଇବଲ11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି। ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।” Viz kapitola |