ଗୀତସଂହିତା 122:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। Viz kapitolaଓଡିଆ ବାଇବେଲ4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। Viz kapitolaପବିତ୍ର ବାଇବଲ4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ। Viz kapitola |