Online Bible

- Reklamy -




ଗୀତସଂହିତା 125:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।

Viz kapitola kopírovat




ଗୀତସଂହିତା 125:3

Následuj nás:

Reklamy


Reklamy