ଗୀତସଂହିତା 125:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, Viz kapitolaଓଡିଆ ବାଇବେଲ5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। Viz kapitola |