ଗୀତସଂହିତା 126:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। Viz kapitolaଓଡିଆ ବାଇବେଲ6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। Viz kapitolaପବିତ୍ର ବାଇବଲ6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ, ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ। Viz kapitola |