ଗୀତସଂହିତା 130:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; Viz kapitolaଓଡିଆ ବାଇବେଲ6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। Viz kapitolaପବିତ୍ର ବାଇବଲ6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ। Viz kapitola |