ଗୀତସଂହିତା 131:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। Viz kapitolaଓଡିଆ ବାଇବେଲ2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। Viz kapitolaପବିତ୍ର ବାଇବଲ2 ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା'ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ। Viz kapitola |