ଗୀତସଂହିତା 135:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। Viz kapitolaଓଡିଆ ବାଇବେଲ3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି। ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ। Viz kapitola |