Online Bible

- Reklamy -




ଗୀତସଂହିତା 137:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।

Viz kapitola kopírovat

ଓଡିଆ ବାଇବେଲ

3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”

Viz kapitola kopírovat

ପବିତ୍ର ବାଇବଲ

3 ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ। ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ: “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”

Viz kapitola kopírovat




ଗୀତସଂହିତା 137:3

Následuj nás:

Reklamy


Reklamy