ଗୀତସଂହିତା 138:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି। Viz kapitolaଓଡିଆ ବାଇବେଲ6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି। କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ’ଣ କରୁଛନ୍ତି। Viz kapitola |