ଗୀତସଂହିତା 138:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। Viz kapitolaଓଡିଆ ବାଇବେଲ8 ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ। Viz kapitola |