ଗୀତସଂହିତା 139:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। Viz kapitolaଓଡିଆ ବାଇବେଲ18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। Viz kapitolaପବିତ୍ର ବାଇବଲ18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ, କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି। Viz kapitola |