ଗୀତସଂହିତା 139:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ୱାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ। Viz kapitolaଓଡିଆ ବାଇବେଲ4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ। Viz kapitolaପବିତ୍ର ବାଇବଲ4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ, ମୁଁ କ’ଣ କହିବାକୁ ଯାଉଛି। Viz kapitola |