Online Bible

- Reklamy -




ଗୀତସଂହିତା 140:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।

Viz kapitola kopírovat

ଓଡିଆ ବାଇବେଲ

6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”

Viz kapitola kopírovat

ପବିତ୍ର ବାଇବଲ

6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।

Viz kapitola kopírovat




ଗୀତସଂହିତା 140:6

Následuj nás:

Reklamy


Reklamy