ଗୀତସଂହିତା 143:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। Viz kapitolaପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ, ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର। Viz kapitola |