ଗୀତସଂହିତା 143:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। Viz kapitolaଓଡିଆ ବାଇବେଲ3 ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। Viz kapitolaପବିତ୍ର ବାଇବଲ3 ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି। Viz kapitola |