Online Bible

- Reklamy -




ଗୀତସଂହିତା 144:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି।

Viz kapitola kopírovat

ଓଡିଆ ବାଇବେଲ

1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।

Viz kapitola kopírovat

ପବିତ୍ର ବାଇବଲ

1 ସଦାପ୍ରଭୁ ମୋର ଶୈଳ, ତାହାଙ୍କର ପ୍ରଶଂସା ହେଉ। ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।

Viz kapitola kopírovat




ଗୀତସଂହିତା 144:1

Následuj nás:

Reklamy


Reklamy