Online Bible

- Reklamy -




ଗୀତସଂହିତା 144:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

Viz kapitola kopírovat

ଓଡିଆ ବାଇବେଲ

11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

Viz kapitola kopírovat

ପବିତ୍ର ବାଇବଲ

11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର। ସେହି ଶତ୍ରୁମାନେ ମିଥ୍ୟାବାଦୀ, ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।

Viz kapitola kopírovat




ଗୀତସଂହିତା 144:11

Následuj nás:

Reklamy


Reklamy