ଗୀତସଂହିତା 144:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? Viz kapitolaଓଡିଆ ବାଇବେଲ3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ? Viz kapitolaପବିତ୍ର ବାଇବଲ3 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ? Viz kapitola |