ଗୀତସଂହିତା 144:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ Viz kapitolaପବିତ୍ର ବାଇବଲ (Re-edited) - (BSI)7 ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ Viz kapitolaଓଡିଆ ବାଇବେଲ7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର। ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର। Viz kapitola |