Online Bible

- Reklamy -




ଗୀତସଂହିତା 145:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି।

Viz kapitola kopírovat

ଓଡିଆ ବାଇବେଲ

5 ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।

Viz kapitola kopírovat

ପବିତ୍ର ବାଇବଲ

5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ। ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।

Viz kapitola kopírovat




ଗୀତସଂହିତା 145:5

Následuj nás:

Reklamy


Reklamy