ଗୀତସଂହିତା 146:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ। Viz kapitolaଓଡିଆ ବାଇବେଲ3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। Viz kapitolaପବିତ୍ର ବାଇବଲ3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ। Viz kapitola |